2 ରାଜାବଳୀ 9:24 - ପବିତ୍ର ବାଇବଲ24 ମାତ୍ର ଯେହୂ ଆପଣା ସମସ୍ତ ଶକ୍ତି ଖଟାଇ ତୀର ନିକ୍ଷେପ କଲେ ଓ ଏହା ଯୋରାମଙ୍କ ପୃଷ୍ଠ ଦେଶରେ ବିଦ୍ଧ କଲା। ତୀରଟି ପୃଷ୍ଠ ଦେଶରୁ ହୃଦୟକୁ ବିଦ୍ଧ କରି ବାହାରିଗଲା। ତହିଁରେ ଯୋରାମ ରଥ ଉପରେ ନଇଁ ପଡ଼ିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରି ଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ। Viz kapitolaଓଡିଆ ବାଇବେଲ24 ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରି ଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ। Viz kapitola |