Online Bible

- Reklamy -




2 ରାଜାବଳୀ 9:25 - ପବିତ୍ର ବାଇବଲ

25 ଯେହୂ ତାଙ୍କର ସାରଥି ବି‌ଦ୍‌କରକୁ କହିଲେ, “ତାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତ କ୍ଷେତ୍ର ଭୂମିରେ ପକାଇ ଦିଅ। କାରଣ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚା‌ତ୍‌ଗମନ କରିବା ବେଳେ, ସଦାପ୍ରଭୁ କି ପ୍ରକାରେ ମୁଁ ଓ ତୁମ୍ଭେ ତାହା ଉପରେ ଏହି ଭାରକ୍ତି ଥୋଇଥିଲେ ତାହା ସ୍ମରଣ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତେବେ ଯେହୂ ଆପଣା ସେନାପତି ବିଦ୍କରକୁ କହିଲେ, ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର;

Viz kapitola kopírovat

ଓଡିଆ ବାଇବେଲ

25 ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ର ଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇ ଥିଲେ, ଏହା ସ୍ମରଣ କର:

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର:

Viz kapitola kopírovat




2 ରାଜାବଳୀ 9:25

Následuj nás:

Reklamy


Reklamy