2 ରାଜାବଳୀ 9:3 - ପବିତ୍ର ବାଇବଲ3 ଏହି ଛୋଟ ତୈଳ ଶିଶି ନେଇ ତାଙ୍କ ମସ୍ତକରେ ତୈଳ ଢାଳି କୁହ, ‘ସଦାପ୍ରଭୁ ଏହା କହିଛନ୍ତି; ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’ ତା'ପରେ ତୁମ୍ଭେ ଦ୍ୱାର ଫିଟାଇ ଦୌଡ଼ି ଯାଅ, ଆଉ ବିଳମ୍ବ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ତୈଳ-ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ। ତହୁଁ ତୁମ୍ଭେ ଦ୍ଵାର ଫିଟାଇ ପଳାଇଯାଅ ଓ ବିଳମ୍ଵ ନ କର। Viz kapitolaଓଡିଆ ବାଇବେଲ3 ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।” Viz kapitola |