2 ରାଜାବଳୀ 9:30 - ପବିତ୍ର ବାଇବଲ30 ତା'ପରେ ଯେହୂ ଯିଷ୍ରିୟେଲର ପଥରେ ଗଲେ। ଇଷେବେଲ ଏବିଷୟରେ ଜାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ୟାସ କରି ଝରକା ନିକଟରେ ଛିଡ଼ା ହୋଇ ବାହାରକୁ ଗ୍ଭହିଁଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା। Viz kapitolaଓଡିଆ ବାଇବେଲ30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା। Viz kapitola |