Online Bible

- Reklamy -




2 ରାଜାବଳୀ 9:34 - ପବିତ୍ର ବାଇବଲ

34 ଯେହୂ ଭିତରକୁ ଯାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, “ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ୟା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଏଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।

Viz kapitola kopírovat

ଓଡିଆ ବାଇବେଲ

34 ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”

Viz kapitola kopírovat




2 ରାଜାବଳୀ 9:34

Následuj nás:

Reklamy


Reklamy