2 ରାଜାବଳୀ 9:35 - ପବିତ୍ର ବାଇବଲ35 ଲୋକମାନେ ଇଷେବଲକୁ କବର ଦେବାକୁ ଗଲେ। ମାତ୍ର ସେମାନେ ତା'ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡ଼ା କିଛି ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ତର ଖପୁରୀ ଓ ପାଦ ଓ ହାତ-ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ। Viz kapitolaଓଡିଆ ବାଇବେଲ35 ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ Viz kapitola |