2 ରାଜାବଳୀ 9:8 - ପବିତ୍ର ବାଇବଲ8 ତେଣୁ ଆହାବ ବଂଶର ସମସ୍ତେ ବିନଷ୍ଟ ହେବେ, ଏପରିକି ଆହବ ବଂଶର ସମସ୍ତ ପୁଂସନ୍ତାନକୁ ବଦ୍ଧ ହେଉ କି ମୁକ୍ତ ହେଉ ଇସ୍ରାଏଲରେ ବିନାଶ ହେବେ, କେହି ପଳାୟନ କରି ପାରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା। Viz kapitolaଓଡିଆ ବାଇବେଲ8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା। Viz kapitola |