୨ ପିତର 1:21 - ପବିତ୍ର ବାଇବଲ21 କୌଣସି ଭବିଷ୍ୟଦ୍ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ଵର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ କଥା କହିଥିଲେ। Viz kapitolaଓଡିଆ ବାଇବେଲ21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଭାବବାଣୀ କେବଳ ମନୁଷ୍ୟର କଳ୍ପନାପ୍ରସୂତ ନୁହେଁ। ଈଶ୍ୱରଙ୍କ ଭକ୍ତ ଦାସମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଈଶ୍ୱରଙ୍କଠାରୁ ପାଇଥିବା ବାର୍ତ୍ତା ପ୍ରକାଶ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ। Viz kapitola |