୨ ପିତର 3:11 - ପବିତ୍ର ବାଇବଲ11 ମୁଁ କହିଲା ଭଳି, ଏପରି ଭାବରେ ସବୁକିଛି ନଷ୍ଟ ହୋଇଯିବ। ଅତଏବ, ତୁମ୍ଭେ କିପରି ଲୋକ ହେବା ଉଚିତ୍? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ୱରଙ୍କ ସେବା କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହିସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ଵରଙ୍କ ଯେଉଁ ଦିନରେ ଆକାଶମଣ୍ତଳ ଜ୍ଵଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ, Viz kapitolaଓଡିଆ ବାଇବେଲ11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, Viz kapitolaପବିତ୍ର ବାଇବଲ (CL) NT (BSI)11 ଯଦି ଏହିପରି ସବୁ ବିଷୟ ବିଲୁପ୍ତ ହେବ, ତେବେ ଭାବି ଦେଖ, ତୁମ୍ଭମାନଙ୍କର କି ପ୍ରକାର ଜୀବନ ହେବା ଉଚିତ। ତାହା ପବିତ୍ର ଓ ଈଶ୍ୱରଙ୍କଠାରେ ଉତ୍ସର୍ଗିତ ହେବା ଏକାନ୍ତ ଆବଶ୍ୟକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, Viz kapitola |