୨ ପିତର 3:17 - ପବିତ୍ର ବାଇବଲ17 ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସେହି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ଯ୍ୟ ଦ୍ୱାରା ତୁମ୍ଭେ ନିଜକୁ ପ୍ରଭାବିତ ହେବାକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ୱାସରୁ ବିଚଳିତ ନ ହେବା ପାଇଁ ସାବଧାନ ରୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅତ, Viz kapitolaଓଡିଆ ବାଇବେଲ17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ, Viz kapitolaପବିତ୍ର ବାଇବଲ (CL) NT (BSI)17 କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ଏହିସବୁ ପୂର୍ବରୁ ଗାଣିଛ। ତେଣୁ ସାବଧାନ, ଯେପରି ଉତ୍ସୃଙ୍ଖଳ ବ୍ୟକ୍ତିମାନଙ୍କର ଭ୍ରାନ୍ତ ଶିକ୍ଷାରେ ଚାଳିତ ହୋଇ ତୁମ ଦୃଢ଼ ବିଶ୍ୱାସରୁ ବିଚ୍ୟୁତ ନ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ, Viz kapitola |