୨ ପିତର 3:2 - ପବିତ୍ର ବାଇବଲ2 ପବିତ୍ର ଭବିଷ୍ୟଦ୍ବକ୍ତାମାନେ ଅତୀତରେ ଯାହାକିଛି କହି ଯାଇଛନ୍ତି ମୁଁ ଗ୍ଭହେଁ ଯେ, ସେଗୁଡ଼ିକୁ ତୁମ୍ଭେମାନେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦେଇଛନ୍ତି, ସେଗୁଡ଼ିକୁ ମଧ୍ୟ ମନେ ପକାଅ। ତୁମ୍ଭମାନଙ୍କ ପ୍ରେରିତମାନଙ୍କ ମାଧ୍ୟମରେ ସେ ଆମ୍ଭକୁ ଏହି ଆଜ୍ଞା ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ଵାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି ତୁମ୍ଭମାନଙ୍କ ପ୍ରେରିତ-ମାନଙ୍କ ଦ୍ଵାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି। Viz kapitolaଓଡିଆ ବାଇବେଲ2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)2 ବହୁ ପୂର୍ବେ ପବିତ୍ର ଭାବବାଦୀମାନେ ଯେଉଁସବୁ ଭାବବାଣୀ ପ୍ରକାଶ କରିଥିଲେ ଏବଂ ତ୍ରାଣକର୍ତ୍ତା ପ୍ରଭୁଙ୍କର ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ପ୍ରେତରିତ ଶିଷ୍ୟମାନେ ପ୍ରଦାନ କରିଛନ୍ତି, ତାହା ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ମୁଁ ଚାହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି। Viz kapitola |