2 ଶାମୁୟେଲ 1:12 - ପବିତ୍ର ବାଇବଲ12 ସେମାନେ ଦୁଃଖରେ କାନ୍ଦିଲେ ଏବଂ ସେମାନେ ମଧ୍ୟ ଦିନସାରା କିଛି ଖାଇଲେ ନାହିଁ। ସେମାନେ ଏପରି କଲେ କାରଣ ଯୋନାଥନ ଓ ଶାଉଲ ମୃତ୍ୟୁବରଣ କଲେ ଏବଂ ସଦାପ୍ରଭୁଙ୍କର ବହୁତ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧରେ ହତ ହେଲେ। ତେଣୁ ସେମାନେ କାନ୍ଦିଲେ ଓ ଶୋକ ପାଳନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ଼୍ଗରେ ପତିତ ହେବାରୁ ସେମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ । Viz kapitolaଓଡିଆ ବାଇବେଲ12 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ। Viz kapitola |