Online Bible

- Reklamy -




2 ଶାମୁୟେଲ 1:14 - ପବିତ୍ର ବାଇବଲ

14 ତା'ପରେ ଦାଉଦ ତାକୁ ପଗ୍ଭରିଲେ, “ତୁମ୍ଭେ କିପରି ସାହସ କଲ ଓ ସଦାପ୍ରଭୁଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ହତ୍ୟା କରିବା ପାଇଁ ଭୟ କଲ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ଦାଉଦ ତାହାକୁ କହିଲେ, ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?

Viz kapitola kopírovat

ଓଡିଆ ବାଇବେଲ

14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”

Viz kapitola kopírovat




2 ଶାମୁୟେଲ 1:14

Následuj nás:

Reklamy


Reklamy