2 ଶାମୁୟେଲ 1:24 - ପବିତ୍ର ବାଇବଲ24 ହେ ଇସ୍ରାଏଲର କନ୍ୟାଗଣ ଶାଉଲଙ୍କ ପାଇଁ କ୍ରନ୍ଦନ କର। ସେ ତୁମ୍ଭମାନଙ୍କୁ ସିନ୍ଦୁରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ। ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ଖଚିତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ଵିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ଵର୍ଣ୍ଣ ଅଳଙ୍କାର ମଣ୍ତିଲେ। Viz kapitolaଓଡିଆ ବାଇବେଲ24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ। Viz kapitola |