2 ଶାମୁୟେଲ 1:25 - ପବିତ୍ର ବାଇବଲ25 “ବୀରମାନେ ଯୁଦ୍ଧରେ ପତିତ ହେଲେ। ଯୋନାଥନ ତୁମ୍ଭ ରାଜା ପର୍ବତରେ ହତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ବୀରମାନେ ଯୁଦ୍ଧ ମଧ୍ୟରେ କିପରି ପଡ଼ିଲେ। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ। Viz kapitolaଓଡିଆ ବାଇବେଲ25 ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ। Viz kapitola |