2 ଶାମୁୟେଲ 10:9 - ପବିତ୍ର ବାଇବଲ9 ଯୋୟାବ ନିଜ ଆଗେ ଶତ୍ରୁମାନଙ୍କୁ ଦେଖିଲେ, ତେଣୁ ସେ ଇସ୍ରାଏଲର କୁଶଳୀ ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସେମାନଙ୍କୁ ଅରାମୀୟମାନଙ୍କ ବିରୁଦ୍ଧରେ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaଓଡିଆ ବାଇବେଲ9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitola |