2 ଶାମୁୟେଲ 11:13 - ପବିତ୍ର ବାଇବଲ13 ତା'ପରେ ଦାଉଦ ଊରିୟକୁ ଡାକି କହିଲେ ଏବଂ ଊରିୟ ଦାଉଦଙ୍କ ସଙ୍ଗେ ଖିଆପିଆ କଲା। ଦାଉଦ ଊରିୟକୁ ମଦ୍ୟପାନ କରାଇଲେ, ତା'ପରେ ମଧ୍ୟ ଊରିୟ ଗୃହକୁ ନ ଯାଇ ରାଜାଙ୍କର ଦାସମାନଙ୍କ ସହିତ ରାଜଗୃହର ଦ୍ୱାର ଦେଶରେ ଶୟନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମତ୍ତ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ। Viz kapitolaଓଡିଆ ବାଇବେଲ13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ। Viz kapitola |