2 ଶାମୁୟେଲ 11:17 - ପବିତ୍ର ବାଇବଲ17 ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ ଓ ତହିଁରେ ଦାଉଦଙ୍କ ଦାସମାନଙ୍କ ମଧ୍ୟରୁ କେତେକ ଲୋକ ମୃତ୍ୟୁବରଣ କଲେ ଓ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ପତିତ ହେଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା। Viz kapitolaଓଡିଆ ବାଇବେଲ17 ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା। Viz kapitola |