2 ଶାମୁୟେଲ 11:2 - ପବିତ୍ର ବାଇବଲ2 ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଅନନ୍ତର ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା। Viz kapitolaଓଡିଆ ବାଇବେଲ2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା। Viz kapitola |