2 ଶାମୁୟେଲ 11:22 - ପବିତ୍ର ବାଇବଲ22 ସେ ଦୂତ ଯାଇ ଯୋୟାବ କହିଥିବା କଥା ରାଜା ଦାଉଦଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେସମସ୍ତ ଦାଉଦଙ୍କୁ ଯାଇ ଜଣାଇଲା। Viz kapitolaଓଡିଆ ବାଇବେଲ22 ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହିସବୁ ଦାଉଦଙ୍କୁ ଯାଇ ଜଣାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା। Viz kapitola |