2 ଶାମୁୟେଲ 12:14 - ପବିତ୍ର ବାଇବଲ14 କିନ୍ତୁ ତୁମ୍ଭେ ଏହି କୁକର୍ମ କରି ସଦାପ୍ରଭୁଙ୍କୁ ବହୁତ ଅସମ୍ମାନ ଦେଖାଇଅଛ। ତେଣୁ ଜନ୍ମ କରୁଥିବା ପୁତ୍ରଗଣ ନିଶ୍ଚୟ ମରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତଥାପି ଏହି କର୍ମ ଦ୍ଵାରା ନିନ୍ଦା କରିବା ପାଇଁ ସଦାପ୍ରଭୁଙ୍କ ଶତ୍ରୁମାନଙ୍କୁ ତୁମ୍ଭେ ନିତା; ସୁଯୋଗ ଦେଇଅଛ, ଏହେତୁ ତୁମ୍ଭର ଏହି ଯେ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ। Viz kapitolaଓଡିଆ ବାଇବେଲ14 ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।” Viz kapitola |