2 ଶାମୁୟେଲ 13:28 - ପବିତ୍ର ବାଇବଲ28 ଏହା ପରେ ଅବଶାଲୋମ ନିଜର ସେବକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, “ଅମ୍ନୋନକୁ ଜଗି ଥାଅ, ଯେତେବେଳେ ସେ ଟିକେ ମାତାଲ ହେବ, ଦ୍ରକ୍ଷାରସରୁ ଉତ୍ତମ ଅନୁଭବ କରିବ, ମୋ’ ଆଦେଶ ଅନୁକରଣ କରି ତାକୁ ହତ୍ୟା କର। ଭୟ କର ନାହିଁ, ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ, ବଳବାନ୍ ଏବଂ ସାହସୀ ହୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ଅମ୍ନୋନକୁ ମାର, ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ। Viz kapitolaଓଡିଆ ବାଇବେଲ28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।” Viz kapitola |