2 ଶାମୁୟେଲ 14:14 - ପବିତ୍ର ବାଇବଲ14 ଆମ୍ଭେମାନେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭେମାନେ ଭୂମିରେ ଢଳା ହୋଇଥିବା ପାଣି ପରି, ଯାହାକି ପୁନର୍ବାର ସଂଗ୍ରହ ହୋଇ ପାରିବ ନାହିଁ। ପରମେଶ୍ୱର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସେମାନଙ୍କ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ୟରେ ଦୌଡ଼ି ପଳାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆମ୍ଭେମାନେ ତ ନିତା; ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; ମଧ୍ୟ ପରମେଶ୍ଵର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଙ୍କଳ୍ପ କରନ୍ତି । Viz kapitolaଓଡିଆ ବାଇବେଲ14 ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି। Viz kapitola |