2 ଶାମୁୟେଲ 14:21 - ପବିତ୍ର ବାଇବଲ21 ରାଜା ଯୋୟାବକୁ କହିଲେ, “ଦେଖ, ମୁଁ ସେହି କଥା କଲି। ଏଣୁ ଯାଅ ସେହି ଯୁବକ ଅବଶାଲୋମକୁ ପୁନର୍ବାର ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, ଆଚ୍ଛା, ଦେଖ, ମୁଁ ସେହି କଥା କଲି, ଏଣୁ ଯାଅ, ସେ ଯୁବା ଅବଶାଲୋମକୁ ପୁନର୍ବାର ଆଣ। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମକୁ ପୁନର୍ବାର ଆଣ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମଙ୍କୁ ପୁନର୍ବାର ଆଣ।” Viz kapitola |