Online Bible

- Reklamy -




2 ଶାମୁୟେଲ 14:24 - ପବିତ୍ର ବାଇବଲ

24 କିନ୍ତୁ ଦାଉଦ ରାଜା କହିଲେ, “ଅବଶାଲୋମ ତା’ ନିଜ ଘରକୁ ଫେରିଯାଇ ପାରିବ। ସେ ଆସି ପାରିବ ନାହିଁ ଓ ଦେଖି ପାରିବ ନାହିଁ।” ତେଣୁ ଅବଶାଲୋମ ତା'ର ନିଜ ଗୃହକୁ ଫେରିଗଲା। ଅବଶାଲୋମ ରାଜାଙ୍କୁ ସାକ୍ଷାତ କରି ପାରିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଆଉ ରାଜା କହିଲେ, ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ। ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

24 ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।

Viz kapitola kopírovat




2 ଶାମୁୟେଲ 14:24

Následuj nás:

Reklamy


Reklamy