2 ଶାମୁୟେଲ 14:33 - ପବିତ୍ର ବାଇବଲ33 ତା'ପରେ ଯୋୟାବ ଯାଇ ରାଜାଙ୍କୁ ଏ କଥା ଜଣାଇଲା। ତା'ପରେ ରାଜା ଅବଶାଲୋମକୁ ପାଖକୁ ଡକାଇଲେ, ସେ ଆସି ରାଜାଙ୍କୁ ଭୂମିଷ୍ଟ ପ୍ରଣାମ କଲା, ରାଜା ଅବଶାଲୋମକୁ ଚୁମ୍ବନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ଵନ କଲେ। Viz kapitolaଓଡିଆ ବାଇବେଲ33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ବନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ। Viz kapitola |