2 ଶାମୁୟେଲ 14:8 - ପବିତ୍ର ବାଇବଲ8 ତା'ପରେ ରାଜା ଦାଉଦ ସେ ସ୍ତ୍ରୀକୁ କହିଲେ, “ଗୃହକୁ ଫେରିଯାଅ। ମୁଁ ଏ ବିଷୟରେ ତୁମର ଯତ୍ନ ନେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ରାଜା ସେହି ସ୍ତ୍ରୀକି କହିଲେ, ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି। Viz kapitolaଓଡିଆ ବାଇବେଲ8 ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।” Viz kapitola |