2 ଶାମୁୟେଲ 15:15 - ପବିତ୍ର ବାଇବଲ15 ରାଜାଙ୍କର କର୍ମଗ୍ଭରୀମାନେ ଦାଉଦ ରାଜାଙ୍କୁ କହିଲେ, “ଆପଣ ଯାହା କହିବେ ଆମ୍ଭେ ତାହା କରିବାକୁ ପ୍ରସ୍ତୁତ ଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି। Viz kapitolaଓଡିଆ ବାଇବେଲ15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।” Viz kapitola |