2 ଶାମୁୟେଲ 15:16 - ପବିତ୍ର ବାଇବଲ16 ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। ପୁଣି ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପନିୀ ଛାଡ଼ିଗଲେ। Viz kapitolaଓଡିଆ ବାଇବେଲ16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ। Viz kapitola |