2 ଶାମୁୟେଲ 15:36 - ପବିତ୍ର ବାଇବଲ36 ସେଠାରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ସାଦୋକର ପୁତ୍ର ଅହୀମାସ ଓ ଅବିୟାଥର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋ’ ପାଖକୁ ଖବର ଦେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)36 ଦେଖ, ସେସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋʼ କତିକି କହି ପଠାଇବ। Viz kapitolaଓଡିଆ ବାଇବେଲ36 ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହିସବୁ କଥା ସେମାନଙ୍କ ହାତରେ ମୋ’ ନିକଟକୁ କହି ପଠାଇବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।” Viz kapitola |