2 ଶାମୁୟେଲ 15:4 - ପବିତ୍ର ବାଇବଲ4 ଅବଶାଲୋମ କହେ, “ଆଃ, ମୁଁ ଯଦି ଦେଶର ବିଗ୍ଭରକର୍ତ୍ତାରୂପେ ନିଯୁକ୍ତି ହୁଅନ୍ତି ଏବଂ ଯଦି କୌଣସି ଲୋକ ମୋ’ ପାଖକୁ ତା'ର ସମସ୍ୟା କହିବାକୁ ଆସିଥା’ନ୍ତି, ତାହାହେଲେ ମୁଁ ତାକୁ ସାହାଯ୍ୟ କରିଥା’ନ୍ତି ଓ ଯଥାର୍ଥ ଶାସନ ଦେଇଥା’ନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅବଶାଲୋମ ଆହୁରି କହେ, ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି। Viz kapitolaଓଡିଆ ବାଇବେଲ4 ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋ’ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।” Viz kapitola |