2 ଶାମୁୟେଲ 15:6 - ପବିତ୍ର ବାଇବଲ6 ଇସ୍ରାଏଲୀୟ ଯେତେ ଲୋକ ବିଗ୍ଭର ପାଇଁ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେ ସମସ୍ତଙ୍କ ପ୍ରତି ଏହି ପ୍ରକାର ବ୍ୟବହାର ପ୍ରଦର୍ଶନ କରନ୍ତି। ଏହିପରି ଭାବରେ ସେ ଇସ୍ରାଏଲ ଲୋକମାନଙ୍କର ହୃଦୟକୁ ଜୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା। Viz kapitolaଓଡିଆ ବାଇବେଲ6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା। Viz kapitola |