2 ଶାମୁୟେଲ 16:1 - ପବିତ୍ର ବାଇବଲ1 ଦାଉଦ ପର୍ବତ ଶୃଙ୍ଗ ପାର ହୋଇ କିଛି ବାଟ ଗଲାପରେ ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇଟି ଗଧ ସଙ୍ଗରେ ଯାଉଥିବାର ଦେଖିଲେ। ସେ ଗଧମାନଙ୍କ ଉପରେ 200 ରୋଟୀ ଏବଂ 100 ପେଣ୍ତା ଦ୍ରାକ୍ଷାଫଳ ଏବଂ 100 ଗ୍ରୀଷ୍ମକାଳୀନ ଫଳ ଏବଂ ଏକ କୁମ୍ଫା ଦ୍ରାକ୍ଷାରସ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ଉଠାଣି ଶୃଙ୍ଗ ପାର ହୋଇ କିଞ୍ଚିତ୍ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ କରି ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୋଟୀ, ଶହେ ପେଣ୍ତା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା ଦ୍ରାକ୍ଷାରସ ଥିଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା। Viz kapitola |