2 ଶାମୁୟେଲ 16:14 - ପବିତ୍ର ବାଇବଲ14 ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ଯର୍ଦ୍ଦନ ନଦୀ କୂଳରେ ପହଞ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଳାନ୍ତ ହୋଇଯାଇ ଥିଲେ। ତେଣୁ ସେମାନେ ସେଠାରେ ବିଶ୍ରାମ ନେଲେ ଓ କ୍ଳାନ୍ତ ମେଣ୍ଟାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳା; ହୋଇ ଆସିଲେ; ପୁଣି ସେଠାରେ ସେମାନେ ବିଶ୍ରାମ କଲେ। Viz kapitolaଓଡିଆ ବାଇବେଲ14 ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ। Viz kapitola |