2 ଶାମୁୟେଲ 16:16 - ପବିତ୍ର ବାଇବଲ16 ଦାଉଦଙ୍କର ସାଙ୍ଗ ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ହୂଶୟ ଅବଶାଲୋମକୁ କହିଲା, “ମହାରାଜ ଚିରଜୀବୀ ହୁଅନ୍ତୁ, ମହାରାଜ ଚିରଜୀବୀ ହୁଅନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମକୁ କହିଲା, ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ। Viz kapitolaଓଡିଆ ବାଇବେଲ16 ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ !” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!” Viz kapitola |