2 ଶାମୁୟେଲ 16:21 - ପବିତ୍ର ବାଇବଲ21 ଅହୀଥୋଫଲ ଅବଶାଲୋମକୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ିଯାଇ ଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କରିବାକୁ ଯାଅ। ଏହା ସମୁଦାୟ ଇସ୍ରାଏଲୀୟମାନେ ଶୁଣିବେ। ସେମାନେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭକୁ ଘୃଣା କରନ୍ତି। ତାହାହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦେବା ପାଇଁ ଅଧିକ ଉତ୍ସାହିତ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ଅହୀଥୋଫଲ ଅବଶାଲୋମକୁ କହିଲା, ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପନିୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କର ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ଵରୂପ ହୋଇଅଛ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ । Viz kapitolaଓଡିଆ ବାଇବେଲ21 ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।” Viz kapitola |