2 ଶାମୁୟେଲ 16:8 - ପବିତ୍ର ବାଇବଲ8 ସଦାପ୍ରଭୁ ତୁମ୍ଭଙ୍କୁ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ୟା କଲ ଏବଂ ଶାଉଲଙ୍କର ରାଜପଦ ଗ୍ଭେରାଇ ନେଲ। କିନ୍ତୁ ବର୍ତ୍ତମାନ ଠିକ୍ ସେହି ମନ୍ଦ କର୍ମ ତୁମ୍ଭ ପାଇଁ ଘଟିବାକୁ ଯାଉଛି। ସଦାପ୍ରଭୁ ସେହି ରାଜ୍ୟକୁ ତୁମ୍ଭ ପୁଅ ଅବଶାଲୋମକୁ ହସ୍ତାନ୍ତର କରିଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସୁ ମଣିଷ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ। Viz kapitolaଓଡିଆ ବାଇବେଲ8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋ’ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।” Viz kapitola |