2 ଶାମୁୟେଲ 16:9 - ପବିତ୍ର ବାଇବଲ9 ସରୁୟାର ପୁତ୍ର ଅବିଶୟ ରାଜାଙ୍କୁ କହିଲା, “ଏ ମଲା କୁକୁରଟା କାହିଁକି ମୋ’ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦିଅନ୍ତୁ ମୁଁ ପାର ହୋଇ ତା'ର ମୁଣ୍ଡ କାଟି ଆଣିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ସରୁୟାର ପୁତ୍ର ଅବିଶୟ ରାଜାଙ୍କୁ କହିଲା, ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ତ କାଟି ପକାଏ। Viz kapitolaଓଡିଆ ବାଇବେଲ9 ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋ’ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ଡ କାଟି ପକାଏ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।” Viz kapitola |