Online Bible

- Reklamy -




2 ଶାମୁୟେଲ 17:18 - ପବିତ୍ର ବାଇବଲ

18 ମାତ୍ର ଏକ ପିଲା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା। ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତା'ର ପ୍ରାଙ୍ଗଣରେ ଏକ କୂଅ ଥିବାରୁ ସେମାନେ ସେଠାରେ ଲୁଚି ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

18 ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।

Viz kapitola kopírovat




2 ଶାମୁୟେଲ 17:18

Následuj nás:

Reklamy


Reklamy