2 ଶାମୁୟେଲ 17:21 - ପବିତ୍ର ବାଇବଲ21 ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି। Viz kapitolaଓଡିଆ ବାଇବେଲ21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।” Viz kapitola |