2 ଶାମୁୟେଲ 17:25 - ପବିତ୍ର ବାଇବଲ25 ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ଅବଶାଲୋମ ଯୋୟାବ ପଦରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲର ସହବାସ କରିଥିଲା। Viz kapitolaଓଡିଆ ବାଇବେଲ25 ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା। Viz kapitola |