2 ଶାମୁୟେଲ 17:9 - ପବିତ୍ର ବାଇବଲ9 ଦେଖନ୍ତୁ, ସେ ଏବେ କୌଣସି ଗୁମ୍ଫାରେ, ରାସ୍ତାରେ କି ଅନ୍ୟ କୌଣସି ସ୍ଥାନରେ ଲୁଚୁଛନ୍ତି। ଯଦି ତୁମ୍ଭର ପିତା ଲୋକମାନଙ୍କୁ ପ୍ରଥମେ ଆକ୍ରମଣ କରନ୍ତି, ଲୋକମାନେ ଏ ଖବର ଶୁଣିବେ, ସେମାନେ ଭାବିବେ, ‘ଅବଶାଲୋମର ଅନୁସରଣକାରୀମାନେ ହତାଶ ହେଉଛନ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)9 ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି। Viz kapitolaଓଡିଆ ବାଇବେଲ9 ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’ Viz kapitola |