2 ଶାମୁୟେଲ 18:12 - ପବିତ୍ର ବାଇବଲ12 ସେ ଲୋକଟି ଯୋୟାବକୁ କହିଲା, “ମୁଁ ସେ ରାଜପୁତ୍ରକୁ ମାରି ପାରି ନ ଥା’ନ୍ତି, ମୋତେ ଆପଣ ଯେତେ ଧନ ଦେଲେବି। ବା 1,000 ଖଣ୍ତ ରୂପା ଦେଲେ ମଧ୍ୟ ଏକାର୍ଯ୍ୟ ଅସମ୍ଭବ। କାରଣ ଆମ୍ଭେମାନେ ରାଜାଙ୍କର ଆଦେଶ ତୁମ୍ଭ ପ୍ରତି, ଅବୀଶୟ ପ୍ରତି ଓ ଇତ୍ତୟ ପ୍ରତି ଶୁଣିଥିଲୁ। ରାଜାଙ୍କର ଆଦେଶ ଥିଲା, ‘ସାବଧାନ, ଅବଶାଲୋମକୁ ଆଘାତ କର ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେହି ମନୁଷ୍ୟ ଯୋୟାବକୁ କହିଲା, ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ତ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଯେକେହି ହୁଅ, ସେହି ଯୁବା ଅବଶାଲୋମ ବିଷୟରେ ଜାଗ୍ରତ ହୁଅ। Viz kapitolaଓଡିଆ ବାଇବେଲ12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’ Viz kapitola |