2 ଶାମୁୟେଲ 18:17 - ପବିତ୍ର ବାଇବଲ17 ତା'ପରେ ଯୋୟାବର ଲୋକମାନେ ଅବଶାଲୋମର ମୃତ ଶରୀରକୁ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକୁ ପଥର ପକେଇ ପୋତି ଦେଲେ। ଯେଉଁ ଇସ୍ରାଏଲୀୟମାନେ ଅବଶାଲୋମଙ୍କର ସାଙ୍ଗ ଦେଇଥିଲେ, ସେମାନେ ସେମାନଙ୍କର ଗୃହକୁ ପଳାୟନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଲୋକମାନେ ଅବଶାଲୋମକୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ପଳାଇ ପ୍ରତ୍ୟେକେ ଆପଣା ତମ୍ଵୁକୁ ଗଲେ। Viz kapitolaଓଡିଆ ବାଇବେଲ17 ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ। Viz kapitola |