2 ଶାମୁୟେଲ 18:19 - ପବିତ୍ର ବାଇବଲ19 ଏହା ପରେ ସାଦୋକର ପୁତ୍ର ଅହୀମାସ ଯୋୟାବଙ୍କୁ କହିଲେ, “ମୁଁ ଧାଇଁବି ଏବଂ ରାଜାଙ୍କୁ କହିବି ଯେ, ସଦାପ୍ରଭୁ ତାଙ୍କର ଶତ୍ରୁମାନଙ୍କୁ ଧ୍ୱଂସ କରିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, ସଦାପ୍ରଭୁ କିରୂପେ ରାଜାଙ୍କର ଶତ୍ରୁମାନଙ୍କଠାରୁ ପରିଶୋଧ ନେଇଅଛନ୍ତି, ଏହି ସୁସମ୍ଵାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ିଯାଏ। Viz kapitolaଓଡିଆ ବାଇବେଲ19 ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।” Viz kapitola |