2 ଶାମୁୟେଲ 18:21 - ପବିତ୍ର ବାଇବଲ21 ଏହା ପରେ ଯୋୟାବ କୂଶୀୟରୁ ଆସିଥିବା ଲୋକକୁ କହିଲେ, “ତୁମ୍ଭେ ଯାଅ, ଆଉ ଯାହା ଦେଖିଛ ତାହା ରାଜାଙ୍କୁ କୁହ।” ତେଣୁ କୂଶୀୟ ତାଙ୍କୁ ପ୍ରଣାମ କରି ଦାଉଦଙ୍କ ନିକଟକୁ କହିବାକୁ ଦୌଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତେବେ ଯୋୟାବ କୂଶୀୟକୁ କହିଲା, ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ। ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା। Viz kapitolaଓଡିଆ ବାଇବେଲ21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା। Viz kapitola |