2 ଶାମୁୟେଲ 18:26 - ପବିତ୍ର ବାଇବଲ26 ପ୍ରହରୀ ଆଉ ଜଣେ ଦୌଡ଼ି ଆସିବାର ଦେଖିଲା। ପ୍ରହରୀ ଜଣକ ଦ୍ୱାରପାଳକୁ ଡାକି କହିଲା, “ଦେଖ! ଆଉ ଜଣେ ଲୋକ ଦୌଡ଼ି ଆସୁଅଛି।” ରାଜା କହିଲେ, “ସେ ମଧ୍ୟ ଖବର ଆଣୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚୈଃସ୍ଵରରେ ଦ୍ଵାରୀକି ଡାକି କହିଲା, ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି। ତହିଁରେ ରାଜା କହିଲେ, ସେ ମଧ୍ୟ ସୁସମ୍ଵାଦ ଆଣୁଅଛି। Viz kapitolaଓଡିଆ ବାଇବେଲ26 ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚୈଃସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।” Viz kapitola |