2 ଶାମୁୟେଲ 18:27 - ପବିତ୍ର ବାଇବଲ27 ପ୍ରହରୀ ଜଣକ କହିଲା, “ମୁଁ ଭାବୁଛି ପ୍ରଥମ ଲୋକଟି ସାଦୋକର ପୁତ୍ର ଅହୀମାସ୍।” ରାଜା କହିଲେ, “ଅହୀମାସ ଜଣେ ଉତ୍ତମ ଲୋକ। ସେ ନିଶ୍ଚିତ ଏକ ଭଲ ଖବର ନେଇ ଆସିଥିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥିରେ ପ୍ରହରୀ କହିଲା, ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍ର ଦୌଡ଼ ପରି ମୋହର ବୋଧ ହୁଏ। ତେବେ ରାଜା କହିଲେ, ସେ ଭଲ ଲୋକ, ସେ ଭଲ ସମ୍ଵାଦ ନେଇ ଆସୁଅଛି। Viz kapitolaଓଡିଆ ବାଇବେଲ27 ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।” Viz kapitola |