2 ଶାମୁୟେଲ 18:31 - ପବିତ୍ର ବାଇବଲ31 ଠିକ୍ ତା'ପର ସମୟରେ କୂଶୀୟ ଆସି ପହଞ୍ଚିଲା। ସେ କହିଲା, “ମୋର ପ୍ରଭୁ ମହାରାଜାଙ୍କ ପାଇଁ ଏକ ସୁସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରୁଦ୍ଧାଚରଣ କରୁଥିଲେ ସେମାନଙ୍କୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହୁଞ୍ଚିଲା; ଆଉ କୂଶୀୟ କହିଲା, ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ଵାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେ ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି। Viz kapitolaଓଡିଆ ବାଇବେଲ31 ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋ’ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।” Viz kapitola |