Online Bible

- Reklamy -




2 ଶାମୁୟେଲ 18:32 - ପବିତ୍ର ବାଇବଲ

32 ରାଜା କୂଶୀୟକୁ ପଗ୍ଭରିଲେ, “ଯୁବକ ଅବଶାଲୋମର ମଙ୍ଗଳ ତ?” କୂଶୀୟ ଉତ୍ତର ଦେଲା, “ମୋର ପ୍ରଭୁ ମହାରାଜାଙ୍କର ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁ ଲୋକମାନେ ଆଗେଇ ଆସିଥିଲେ, ସମସ୍ତେ ସେହି ଯୁବକ ଅବଶାଲୋମ ପରି ହୁଅନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ତହିଁରେ ରାଜା ସେହି କୂଶୀୟକୁ ପଚାରିଲେ, ସେ ଯୁବାଲୋକ ଅବଶାଲୋମର ମଙ୍ଗଳ ତ? ତହିଁରେ କୂଶୀୟ ଉତ୍ତର କଲା, ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେସମସ୍ତେ ସେହି ଯୁବାଲୋକ ପରି ହେଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ ?” ତହିଁରେ କୂଶୀୟ ଉତ୍ତର କଲା, “ମୋ’ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”

Viz kapitola kopírovat




2 ଶାମୁୟେଲ 18:32

Následuj nás:

Reklamy


Reklamy